Masthead

ଆଜି ପବିତ୍ର ଶାମ୍ବ ଦଶମୀ

କୋଣାର୍କ (ବଡ଼ ଖବର): ଏହି ତିଥିରେ କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର କୁଳରେ ସୂର୍ଯ୍ୟପୁଜା ଲାଗି ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । କିମ୍ବଦନ୍ତୀ ଅନୁଯାୟୀ, ଏହି ଦିନରେ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ମହାପ୍ରଭୁ ସୂର୍ଯ୍ୟଙ୍କୁ ପୂଜା କରି କୁଷ୍ଠଙ୍କ ପୁୁତ୍ର ଶାମ୍ବ ମହାପ୍ରଭୁ ସୂର୍ଯ୍ୟଙ୍କୁ ପୂଜା କରି କୁଷ୍ଠ ରୋଗରୁ ମୁକ୍ତ ହୋଇଥିଲେ । ତାହାକୁ ମନେ ପକାଇ ହଜାର ହଜାର ଶ୍ରଦ୍ଧାଳୁମାନେ ସୂର୍ଯ୍ୟପୁଜା କରିଥିଲେ । ଏହି ଅବସସରର କୋଣାର୍କ ଅବଧୂତ ମଠଠାରୁ ଏକ ରଥ ବାହାରି ଚନ୍ଦ୍ରଭାଗା କୂଳରେ ପହଂଚିବା ପରେ ୨୧ ଦିନ ଧରି ସୂର୍ଯ୍ୟଉପାସନା କରାଯିବ । ଏହି ଶାମ୍ବ ଦଶମୀ ତିଥିରେ ଅର୍କକ୍ଷେତ୍ରରେ ଭିଡ଼ ଲାଗିବା ସହ ସୂର୍ଯ୍ୟ ମନ୍ଦିରରେ ମଧ୍ୟ ଭିଡ଼ ପରିଲକ୍ଷିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି