Masthead

ଭୂମିହୀନଙ୍କୁ ଜମି ପଟ୍ଟା ବାଣ୍ଟିଲେ ମୋଦି

ଆସାମ(ବଡ଼ ଖବର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଆସାମର ସିଭାସାଗର ଗସ୍ତ କରିଛନ୍ତି । ସେଠାରେ ସେ ୧ଲକ୍ଷ ୬ ହଜାର ଭୂମିହୀନଙ୍କୁ ଜମି ପଟ୍ଟା ବଣ୍ଟନ କରିଛନ୍ତି । ସେଠାରେ ସେ ଏକ ଜନସଭାକୁ ଉଦ୍‌ବୋଧନ ଦେଇ କହିଛନ୍ତି ପୃଥିବୀ ହେଉଛି ଆମର ମା’ ସମାନ । ବିରୋଧିଙ୍କୁ ଟାର୍ଗେଟ କରି ମୋଦି କହିଛନ୍ତି ପୂର୍ବରୁ ଥିବା ସରକାର ଭୂମିହୀନଙ୍କୁ ଜମି ଦେବା କଥା କେବେ ଭାବି ନ ଥିଲେ ବା ଏଥିରେ ତାଙ୍କର କୌଣସି ଆଗ୍ରହ ନ ଥିଲା । ଏବେ ବିଜେପି ସରକାର ପ୍ରଥମେ ସାଢେ ୨ଲକ୍ଷ ପରିବାରକୁ ଜମି ପଟ୍ଟା ଦେଇଥିବାବେଳେ ଏବେ ଏଥିରେ ଆଉ ୧ ଲକ୍ଷ ପରିବାର ଯୋଡି ହୋଇଛନ୍ତି । ଏହାପରେ ମୋଦି କୋଲକାତା ଗସ୍ତ କରିବେ ଓ ଗୋଟିଏ ମଞ୍ଚରେ ମମତା ଓ ମୋଦି ଏକାଠି ହେବେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ