Masthead

ଧର୍ମେନ୍ଦ୍ର@୨୦୨୪

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଚର୍ଚ୍ଚାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜା ସାହେବ ଯଦି ଚାହିଁବେ ତେବେ ସାଂସଦ ହେବେ ଧର୍ମେନ୍ଦ୍ର । ଏକଥା ଆମେ କହୁନୁ କହିଛନ୍ତି ଖୋଦ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଗତକାଲି ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଅୟୋଯିତ ସଭାରେ ଧର୍ମେନ୍ଦ୍ରଙ୍କ ଭାଷଣ ଏବେ ଚର୍ଚ୍ଚାରେ । ସମ୍ବଲପୁର ଜିଲ୍ଲାର ଵୀର ସୁରେନ୍ଦ୍ର ସାଏଙ୍କ ଜନ୍ମମାଟି ଖିଣ୍ଡା ଗ୍ରାମରେ ଵୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ସଭାରେ ନିଜ ଭାଷଣ ଛଳରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରୁ ଲୋକସଭା ନିର୍ବାଚନ ଲଢିବା ପାଇଁ ପରୋକ୍ଷରେ ଇଙ୍ଗିତ କରିଥିବା ଜଣାପଡ଼ିଛି ।

ଧର୍ମେନ୍ଦ୍ର ନିଜ ଭାଷଣରେ କହିଥିଲେ କି ସମ୍ବଲପୁରରେ ରାଜାସାହେବ ନୀତିଶ ଗଙ୍ଗଦେବ ଚାହିଁଲେ ସେ ସମ୍ବଲପୁରରୁ ସାଂସଦ ହେବ । ଧର୍ମେନ୍ଦ୍ରଙ୍କ ଏଭଳି ବୟାନ ଏବେ ସମ୍ବଲପୁର ଜିଲ୍ଲା ରାଜନୀତିକୁ ଚର୍ଚ୍ଚାର ଖୋରାକ ଯୋଗାଇଛି । ଆଗମୀ ୨୦୨୪ ନିର୍ବାଚନରେ ଧର୍ମେନ୍ଦ୍ର ସମ୍ବଲପୁର ଆସନରୁ ଛିଡା ହେବା ନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ