Masthead

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରିରେ ଆଜି ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ମହିଳା ମାଓବାଦୀ ଲଚ୍ଛି ଖରା ୧ ବର୍ଷ ପୂର୍ବରୁ ମାଓବାଦୀ ଦଳରେ ମିଶିଥିଲେ । ମହିଳା ମାଓବାଦୀଙ୍କ ଉପରେ ବରିଷ୍ଠ ମାଓବାଦୀଙ୍କ ବ୍ୟବହାରରେ ଅତିଷ୍ଠ ହୋଇ ସେ ମାଲକାନଗିରି ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମାଲକାନଗିରି ଓ ଛତିଶଗଡ଼ ପୋଲିସରର ମିଳିତ ସର୍ଚ୍ଚ ଅପରେସନ ସମୟରେ ଧରା ପଡିଥିବା ଲଚ୍ଛି ଖରା ମୁକୁଟପାଲି ଅଞ୍ଚଳର ବୋଲି ଜଣାପଡିଛି । ମାଓବାଦୀଙ୍କ ଆଦର୍ଶକୁ ଦେଖି ଲଚ୍ଛି ମାଓବାଦୀଙ୍କ ସହିତ ମିଶିଥିଲା । କିନ୍ତୁ ସେମାନଙ୍କର ମହିଳାଙ୍କ ପ୍ରତି ଅସଦ ବ୍ୟବହାର ଦେଖି ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ