Masthead

ଏଠି ପାଣି ବି ନକଲି

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଦିନକୁ ଦିନ ନକଲି ସାମଗ୍ରୀ ଉପରୁ ପରଦା ହଟୁଛି । କଟକ,ଭୁବନେଶ୍ୱର,ସମ୍ବଲପୁର ପରେ ବ୍ରହ୍ମପୁରରେବି କାୟା ବିସ୍ଥାର କରିଛି ନକଲି ସାମଗ୍ରୀ କାରଖାନା। ସସ, ମସଲା,ଗୁଟୁଖା,ସର୍ଫ,ଆଚାର ଆଦିରେ ନକଲି କାରଖାନା ଥିବା ଆପଣ ଶୁଣିଥିବେ, ହେଲେ ଆପଣ ଜାଣିଲେ ଆଶ୍ଚର୍ଯ୍ୟହେବେ ଏଠି ପାଣିବି ନକଲି ।

ବ୍ରହ୍ମପୁର ବଡ ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀବିହାର ଲେନ-୨ରେ ଥିବା ଏକ ନକଲି ପାଣି କାରଖନା ଉପରେ ପୁଲିସ ଚଢଉ କରିଛି । ୩ଟି ଭିନ୍ନ ଭିନ୍ନ ବ୍ରାଣ୍ଡର ନା ଦେଇ ତିଆରି ହେଉଥିବା ନକଲି ପାଣି ବୋତଲ ଜବତ କରିଛି। ଘଟଣାରେ ଜଣେ ଯୁବକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ