Masthead

ବର୍ଷୀୟାନ ଫିଲ୍ମ ଅଭିନେତା ଶାନ୍ତିସ୍ୱରୂପ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଲିଉଡ ଜଗତର ଖ୍ୟାତନାମା ଅଭିନେତା ଶାନ୍ତିସ୍ୱରୂପ ମିଶ୍ରଙ୍କ ପରଲୋକ ହୋଇଯାଇଛି । ଗାଧୁଆଘରେ ଗୋଡ ଖସିଯିବାରୁ ସେ ଆହତ ହୋଇଥିଲେ । ତାଙ୍କୁ ଚିକତ୍ସା ପାଇଁ ସମ୍ବଳପୁରର ଏକ ଘରୋଇ ନର୍ସିଂହୋମରେ ଭର୍ତ୍ତି କରାଯାଇଥିଲା । ଆଜି ସଂଧ୍ୟାରେ ତାଙ୍କର ମୃତ୍ୟୁ ଘଟିଛି । ତାଙ୍କ ମୃତ୍ୟୁରେ ଓଡ଼ିଶର ସିନେ କଳାକାର ମହାସଂଘ ଗଭୀର ଶୋକ ବ୍ୟକ୍ତ କରିଛି । ଓଡ଼ିଆ ଫିଲ୍ମ ମନ ଆକାଶ (୧୯୭୪), କୃଷ୍ଣ ସୁଦାମା (୧୯୭୬) ରେ ତାଙ୍କର ଜୀବନ୍ତ ଅଭିନୟ ପାଇଁ ସେ ଦର୍ଶକଙ୍କ ନିକଟରେ ଚିର ଅମର ହୋଇ ରହିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ