ଟ୍ରାକ୍ଟର ରାଲିରେ ପାକିସ୍ତାନର ନଜର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ନଜରରେ ଟ୍ରାକ୍ଟର ରାଲି । ରାଲିରେ ଗଣ୍ଡଗୋଳ ସୃଷ୍ଟି କରିବା ପାଇଁ ପାକିସ୍ତାନର ଯୋଜନା । ଦିଲ୍ଲୀ ପୋଲିସ ଟ୍ରାକ୍ଟର ରାଲିକୁ ଅନୁମତି ଦେଇଥିବା ବେଳେ ଏହି ରାଲି ଉପରେ ପାକିସ୍ତାନର ନଜର ଥିବା ଦିଲ୍ଲୀ ପୋଲିସ ପକ୍ଷରୁ ସୂଚନା ମିଳିଛି । ପାକିସ୍ତାନ କୃଷକଙ୍କ ଟ୍ରାକ୍ଟର ରାଲିକୁ ଟାର୍ଗେଟ କରି ଷଡଯନ୍ତ୍ର କରୁଥିବା ସ୍ପେଶାଲ କମିଶନର ଦୀପେନ୍ଦ୍ର ପାଠକ କହିଛନ୍ତି ।

ପାକିସ୍ତାନରେ ୩ ଶହରୁ ଅଧିକ ଟ୍ୱିଟର ହ୍ୟାଣ୍ଡେଲ ତିଆରି କରାଯାଇଛି । ରାଲିରେ ଅଶାନ୍ତି ସୃଷ୍ଟି କରିବା ପାଇଁ ଯୋଜନା ରଖିଥିବା ଗୁଇନ୍ଦା ଏଜେନ୍ସି ମାଧ୍ୟମରେ ସୂଚନା ମିଳିଥିବା ଦୀପେନ୍ଦ୍ର ପାଠକ କହିଛନ୍ତି । ତେବେ ପାକିସ୍ତାନର ଏହି ଟ୍ୱିଟର ହ୍ୟାଣ୍ଡେଲ ବିଷୟରେ ଚାଷୀଙ୍କୁ ଅବଗତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!