Masthead

ସହଜ ହେଲା ଜଗା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଠାରୁ ଶ୍ରୀମନ୍ଦିରରେ ସହଜ ଦର୍ଶନ । ଶ୍ରୀମନ୍ଦିରରେ ଭକ୍ତଙ୍କ ଅସୁବିଧାକୁ ଦେଖି ବ୍ୟାରିକେଡ ହଟାଇଛି ପ୍ରଶାସନ । କାଲି ସାଧାରଣ ଦର୍ଶନ ବନ୍ଦ ରହିଥିବା ବେଳେ ଆଜି ଜନସାଧାରଣଙ୍କ ସହଜ ଦର୍ଶନ ପାଇଁ ବ୍ୟାରିକେଡକୁ ହଟାଇ ଦିଆଯାଇଛି । ଆଉ ଶ୍ରଦ୍ଧାଳୁଙ୍କୁ ଲମ୍ବା ଲାଇନରେ ଛିଡା ହେବାକୁ ପଡିବ ନାହିଁ । ଜଗନ୍ନାଥବଲ୍ଲଭ ଠାରୁ ମରିଚିକୋଟ ପର୍ଯ୍ୟନ୍ତ ବ୍ୟାରିକେଡ ହଟାଯାଇଥିବା ପୁରୀ ଏସପି କନୱର ବିଶାଲ ସିଂହ ସୂଚନା ଦେଇଛନ୍ତି । ଦର୍ଶନ ସମୟରେ ବ୍ୟାରିକେଡ ବ୍ୟବସ୍ଥା ସମସ୍ୟା ସୃଷ୍ଟି କରୁଥିବା ନଜରକୁ ଆସିଥିଲା । ତେବେ ରବିବାର ମନ୍ଦିରକୁ ବନ୍ଦ ରଖାଯାଇ ସାନିଟାଇଜ କରାଯିବା ସହ ବ୍ୟାରିକେଡକୁ ହଟାଇଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା