ରାଷ୍ଟ୍ରପତିଙ୍କ ପୋଲିସ ପଦକ ଘୋଷଣା

ନୂଆଦିଲ୍ଲୀ (ବଡ଼ ଖବର): ସାଧାରଣତନ୍ତ୍ର ଦିବସ ଅବସରରେ ପୋଲିସ ପଦକ ଘୋଷଣା । ଓଡ଼ିଶାର ୨ ଜଣଙ୍କୁ ମିଳିବ ରାଷ୍ଟ୍ରପତି ପୋଲିସ ପଦକ । ଗୁଇନ୍ଦା ନିର୍ଦ୍ଦେଶକ ଆର.କେ ଶର୍ମାଙ୍କୁ ବିଶିଷ୍ଟ ସେବା ପାଇଁ ମିଳିବ ରାଷ୍ଟ୍ରପତି ପୁରଷ୍କାର । ଓଡ଼ିଶାର ଡେପୁଟି ସୁବେଦାର ବୁଦ୍ଧି ବାହାଦୂର ଥାପାଙ୍କୁ ମଧ୍ୟ ମିଳିବ ଏହି ପଦକ । ଅନ୍ୟପଟେ ୧୧ଜଣଙ୍କୁ ଉତ୍ସର୍ଗୀକୃତ ସେବା ପାଇଁ ମିଳିବ ରାଷ୍ଟ୍ରପତି ପୋଲିସ ମେଡାଲ । ଆଇନଶୃଙ୍ଖଳା ଆଇଜି ପ୍ରବୀଣ କୁମାରଙ୍କୁ ମିଳିବ ଉତ୍ସର୍ଗୀକୃତ ରାଷ୍ଟ୍ରପତି ପୋଲିସ ମେଡାଲ । ଏସପି ରବିନ୍ଦ୍ର କୁମାର ଦାସ, ଅତିରିକ୍ତ ସିଆଇଡବ୍ଲୁ ଭବାନୀ ଶଙ୍କର ମିଶ୍ର, ଡେପୁଟି କମାଣ୍ଡାଣ୍ଟ ଅଶୋକ କୁମାର ଦେହୁରୀ, ଏସିପି ଭୁବନେଶ୍ୱର ଜୋନ-୬ ପ୍ରକାଶ ଚନ୍ଦ୍ର ପାଲ, ଏଏସଆଇ ଭିଜିଲାନ୍ସ ମନୋରଞ୍ଜନ ଶତପଥୀ, ହାବିଲଦାର ସରୋଜ କୁମାର ଭୋଇ, ହାବିଲଦାର ଶେଖ୍ ନସିରଦ୍ଦିନ, କନେଷ୍ଟବଳ ଗୌତମ ପାତ୍ର,ସୁବେଦାର ହେମନ୍ତ ବାହାଦୁର ଖତ୍ରୀ ଛେତ୍ରୀ, ଡେପୁଟି କମାଣ୍ଡାଣ୍ଟ ବୁଦ୍ଦା ତମାଙ୍ଗଙ୍କୁ ମିଳିବ ଉତ୍ସର୍ଗୀକୃତ ରାଷ୍ଟ୍ରପତି ମେଡାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ