Masthead

୬ ଓଡ଼ିଆଙ୍କୁ ପଦ୍ମ ସମ୍ମାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ) : ଘୋଷଣା ହେଲା ଚଳିତ ବର୍ଷର ପଦ୍ମ ପୁରସ୍କାର ତାଲିକା । ୭ ଜଣଙ୍କୁ ପଦ୍ମ ବିଭୂଷଣ,୧୦ ଜଣଙ୍କୁ ପଦ୍ମ ଭୂଷଣ ଏବଂ ୧୦୨ ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି । ଏଥିରେ ୬ ଓଡ଼ିଆଙ୍କୁ ସ୍ଥାନିତ କରାଯାଇଛି । କଳା କ୍ଷେତ୍ରରେ ସୁଦର୍ଶନ ସାହୁଙ୍କୁ ପଦ୍ମ ବିଭୂଷଣ ପୁରସ୍କାର ପାଇଁ ମନୋନୀତ କରାଯାଇଥିବାବେଳେ ସମାଜ ସେବା ପାଇଁ ଶାନ୍ତି ଦେବୀ, ମେଡିସିନ କ୍ଷେତ୍ରରେ ଡ. କୃଷ୍ଣ ମୋହନ ପାଠି,ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ନନ୍ଦ ପୃଷ୍ଟି ଓ ରଜତ କୁମାର କର, କଳା କ୍ଷେତ୍ରରେ ପୂର୍ଣମାସୀ ଜାନିଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା