Masthead

ଟ୍ରାକ୍ଟର ରାଲିରେ ହିସାଂକାଣ୍ଡ: ୮୬ ପୋଲିସ କର୍ମଚାରୀ ଆହାତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟ୍ରାକ୍ଟର ରାଲିରେ ହିସାଂକାଣ୍ଡ ଘଟଣା । ୮୬ଜଣ ପୋଲିସ କର୍ମଚାରୀ ଆହତ ହୋଇଥିବା ବେଳେ ୨୦ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ରାଲି ବେଳେ ହୋଇଥିବା ହିଂସାକାଣ୍ଡକୁ ନେଇ ୧୨ଟି ମାମଲା ରୁଜୁ କରିଛି ଦିଲ୍ଲୀ ପୋଲିସ । ସେପଟେ ପଞ୍ଜାବ, ହରିୟାଣାରେ ହାଇଆଲର୍ଟ ଜାରି କରାଯାଇଛି । ଏବଂ ସୁରକ୍ଷାକର୍ମୀଙ୍କୁ ନିୟୋଜିତ କରାଯାଇଛି । ଗୃହମନ୍ତ୍ରୀ ଅମିତ ଶାହା ଜରୁରୀ ବୈଠକ ଡାକି ସ୍ଥିତିର ସମୀକ୍ଷା କରିଥିଲେ ।

ସିଙ୍ଘୁ, ଘାଜିପୁର ଓ ଟିକ୍ରି ଅଂଚଳରେ ଇଂଟରନେଟ ସେବାକୁ ମଧ୍ୟ ବନ୍ଦ କରିଦିଆଯାଇଛି । ତେବେ ଚାଷୀମାନେ ନିଜ ଆନ୍ଦୋଳନ ଜାରି ରଖିବେ ବୋଲି କହିଛନ୍ତି । ଦିଲ୍ଲୀ ପୋଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ମଧ୍ୟ କରାଯାଇଛି । ୧୫ ଫୋର୍ସ ଅର୍ଦ୍ଧସାମରିକ ବଳ, ୧୦ ଫୋର୍ସ ସିଆରପିଏଫ, ଓ ୫ କମ୍ପାନୀ ଫୋର୍ସକୁ ମୁତୟନ ରଖିବା ପାଇଁ ଗୃହ ବିଭାଗ ନିର୍ଦ୍ଦେଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି 🔴 ଡୋଡାରେ ବାଦଲ ଫଟା ବର୍ଷା 🔴 ଆପ୍‌ ନେତାଙ୍କ ଘରେ ଇଡି ରେଡ୍‌ 🔴 ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା 🔴 ଯାଜପୁର ବୁଲିବେ ସୁରେଶ ପୂଜାରୀ 🔴 ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ 🔴 ରୋଷେଇ ଘରେ ନିଆଁ ଲାଗି ଜଳିଗଲେ ସ୍ବାମୀ-ସ୍ତ୍ରୀ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ 🔴 ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ତାଚ୍ଛଲ୍ୟ! 🔴 ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି 🔴 ଡୋଡାରେ ବାଦଲ ଫଟା ବର୍ଷା 🔴 ଆପ୍‌ ନେତାଙ୍କ ଘରେ ଇଡି ରେଡ୍‌ 🔴 ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା 🔴 ଯାଜପୁର ବୁଲିବେ ସୁରେଶ ପୂଜାରୀ 🔴 ମେଡିକାଲ କଲେଜ ଛାତରୁ ଡେଇଁ ପଡିଲେ ରୋଗୀ 🔴 ରୋଷେଇ ଘରେ ନିଆଁ ଲାଗି ଜଳିଗଲେ ସ୍ବାମୀ-ସ୍ତ୍ରୀ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ନବୀନ ପଟ୍ଟନାୟକଙ୍କୁ ଭେଟିଲେ ରାଜ୍ୟପାଳ 🔴 ପାଣ୍ଡିଆନଙ୍କୁ ରଣେନ୍ଦ୍ରଙ୍କ ତାଚ୍ଛଲ୍ୟ!