Masthead

ପୁଣି ଦାଦା ଅସୁସ୍ଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିସିସିଆଇ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ କ୍ରିକେଟର ସୌରଭ ଗାଙ୍ଗୁଲି ପୁଣିଥରେ ଅସୁସ୍ଥ ହୋଇଥିବା ଖବର ଆସିଛି । ପୁଣିଥରେ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ କୋଲକାତା ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହା ପର୍ବୂରୁ ଅର୍ଥାତ ଗତ ଜାନୁଆରୀ ୨ରେ ସୌରଭଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ୫ଦିନ ଚିକିତ୍ସିତ ହେବା ସହ ଦାଦାଙ୍କର ଆଞ୍ଜିଓପ୍ଳାଷ୍ଟିଂ କରାଯାଇଥିଲା । ଜାନୁଆରୀ ୭ରେ ଦାଦା ସୁସ୍ଥ ହୋଇ ଘରକୁ ଫେରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ