Masthead

ଜେଲରୁ ମୁକୁଳିଲେ ଶଶିକଳା

ଭୁବନେଶ୍ୱର (ବଡ଼ ଖବର): ଏଆଇଏଡିଏମକେର ପୂର୍ବତନ ସାଧାରଣ ସମ୍ପାଦିକା ଭିକେ ଶଶିକଳା ଚେନାଇର କେନ୍ଦ୍ରିୟ ଜେଲରୁ ୪ ବର୍ଷ ପରେ ଖଲାସ ହୋଇଛନ୍ତି । ଜେଲରୁ ମୁକ୍ତ ହେବା ପରେ ତାଙ୍କୁ କୋଭିଡ ଟେଷ୍ଟ ପାଇଁ ୩ ଦିନ ହସ୍ପିଟାଲରେ ରହିବେ । ୨୦୧୭ରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଶଶିକଳା ଗିରଫ ହୋଇଥିଲେ । ତାଙ୍କ ନିକଟରୁ ବିପୁଳ ଟଙ୍କା, ସୁନା ଓ ଦାବି ଆସବାବପତ୍ର ଜବତ ହୋଇଥିଲା । ପୁବର୍ତନ ନିର୍ଦ୍ଦେଶାଳୟ ସିବିଅ।।ଇ ପକ୍ଷରୁ ଶଶିକଳାଙ୍କ ସମ୍ପତ୍ତି ସମ୍ପର୍କରେ ତଦନ୍ତ କରାଯାଇ ମାମଲା ରୁଜୁ ହୋଇଥିଲା । ତାଙ୍କୁ ୧୦୦ କୋଟି ଟଙ୍କାର ଜରିମାନା ଲଗାଯାଇଥିଲା । ଜାନୁଆରୀ ୨୦ରେ କରୋନା ସଂକ୍ରମିତ ହୋଇଥିବା କାରଣରୁ ତାଙ୍କୁ ବେଙ୍ଗାଲୁରର ଏକ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ