Masthead

ନଜର ପକାନ୍ତୁ ଆସନ୍ତା ୩ଦିନ କେମିତି ରହିବ ପାଣିପାଗ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୯ରୁ ଫେବୃଆରୀ ୧ ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡ଼ି ଦେଖାଦେବ । ୨୯ ରାତିରୁ ୩୦ ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା,କେନ୍ଦୁଝର,ମୟୂରଭଞ୍ଜ ଓ ଅନୁଗୁଳ ଜିଲ୍ଲାରେ ଘନକୁହୁଡ଼ି ଲାଗିରହିବ । ସେହିପରି ୩୦ ରାତିରୁ ୩୧ ସକାଳ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଖୋର୍ଦ୍ଧା, ନୟାଗଡ଼,୍ରଅନୁଗୁଳ, ପୁରୀ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାରେ ଲାଗି ରହିବ ଘନକୁହୁଡ଼ି । ୩୧ ତାରିଖ ରାତିରୁ ଫେବୃଆରୀ ୧ପର୍ଯ୍ୟନ୍ତ କନ୍ଧମାଳ, ନୟାଗଡ଼, କଟକ,ଜଗତସିଂହପୁର,କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଘନକୁହୁଡ଼ି ଦେଖିବାକୁ ମିଳିବ । ସ୍ୱତନ୍ତ୍ର ରିଲିଫ କମିଶନର ଏଥିପାଇଁ ପୋଲିସ ଓ ପରିବହନ ବିଭାଗକୁ ସତର୍କ କରାଇ ଦେଇଛନ୍ତି । ଘନକୁହୁଡ଼ି ଯୋଗୁଁ ଯେପରି ସଡ଼କ ଦୁର୍ଘଟଣା ନଘଟିବ ସତର୍କ ରହିବା ପାଇଁ ପୋଲିସ ଓ ପରିବହନ ବିଭାଗ କର୍ମଚାରୀମାନଙ୍କୁ ଏସଆରସି ପରାମର୍ଶ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି