Masthead

ସରକାରଙ୍କ ଦୃଷ୍ଟି ଆଢୁଆଳରେ ଦୁଃସ୍ଥ ପରିବାର

ବରୀ (ବଡ଼ ଖବର ବ୍ୟୁରୋ): ସରକାର ଗରିବ ଅସହାୟ ଲୋକଙ୍କ ପାଇଁ ଖଞ୍ଜିଦେଇଛନ୍ତି ମାଳ ମାଳ ଯୋଜନା । ମାତ୍ର ସେସବୁ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ପହଁଚି ପାରୁନି । ସରକାରଙ୍କ ଦୃଷ୍ଟି ଆଢୁଆଳରେ ଏବେବି ବେସାହାରା ହୋଇ ପାଲ ତଳେ ଜୀବନ କାଟୁଛନ୍ତି ଦୁଇ ପରିବାର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ବରୀ ବୋଦୁଆ ପଞ୍ଚାୟତରେ । ୨୦୨୦ ବନ୍ୟାରେ ଏହି ଦୁଇ ପରିବାରଙ୍କର ଘର ସମ୍ପୁର୍ଣ୍ଣ ଭାସି ଯାଇଥିଲା । ଆର୍ଥିକ ଅବସ୍ଥା ଭଲ ନଥିବାରୁ ମୁଣ୍ଡ ଗୁଞ୍ଜିବା ପାଇଁ ଘର ନଥିବାରୁ ରାସ୍ତା କଡ଼ରେ ପାଲ ଟାଙ୍ଗି ଜୀବନ ବିତାଉଛନ୍ତି । ସରକାରଙ୍କ ମାଳ ମାଳ ଯୋଜନା ଥାଇ ମଧ୍ୟ ବଞ୍ଚିତ ଏହି ପରିବାର । ବାରମ୍ବାର ପ୍ରଶାସନକୁ ଗୁହାରୀ କଲେ ମଧ୍ୟ କିଛି ସୁଫଳ ମିଳୁନାହିଁ । ସରକାରୀ ସହାୟତା ଯୋଗାଇଦେବା ପାଇଁ ଦାବି କରିଛନ୍ତି ଏହି ଦୁଇ ପରିବାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା