Masthead

ପୁଣି ୯ ସରକାରୀ ଅଧିକାରୀ ବିଦା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପଣି ୯ ସରକାରୀ ଅଧିକାରୀ ବିଦା ହୋଇଛନ୍ତି । ଦୁର୍ନୀତିଖୋର ଅଧିକାରୀଙ୍କ ବିରୋଧରେ ସରକାରଙ୍କ ଜିରୋ ଟଲରାନ୍ସ  । ଖଣି ବିଭାଗର ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନର ଅଛନ୍ତି  । ଜଙ୍ଗଲ, ଜନସ୍ୱାସ୍ଥ୍ୟ ଓ ଶ୍ରମ ବିଭାଗର ୯ଜଣଙ୍କୁ ବାଧ୍ୟତାମୂଳକ ଅବସର  । ୨ଜଣଙ୍କୁ ଅପାରଗ ଯୋଗୁଁ ବାଧ୍ୟତାମୂଳକ ଅବସର  । ଖଣି ବିଭାଗର ଉପନିର୍ଦ୍ଦେଶକ ମଦନମୋହନ ବିଶ୍ୱାଳ । ଖଣିଅଧିକାରୀ ରମେଶଚନ୍ଦ୍ର ମହାଲିକ  । ମୁରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ  ।  ସୁନ୍ଦରଗଡ଼ ଜନସ୍ୱାସ୍ଥ୍ୟ ବିଭାଗ ଆସିଷ୍ଟାଟଂ ଇଂଜିନିୟର ପ୍ରଧାନ  । ସହକାରୀ ବନ ସଂରକ୍ଷକ ଲକ୍ଷ୍ମଣ କୁମାର ପ୍ରଧାନ  । ବର୍ଷକ ମଧ୍ୟରେ ୧୧୩ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଲେଣି ରାଜ୍ୟ ସରକାର  । ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ  ରାଜ୍ୟ ସରକାର କଠୋର ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ