Masthead

ତିରୋଧାନ ଦିବସରେ ଗାନ୍ଧିଙ୍କୁ ଅସମ୍ମାନ, ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହାତ୍ମା ଗାନ୍ଧିଙ୍କ ତିରୋଧାନ ଦିବସରେ ଆମେରିକାରୁ ଗାନ୍ଧିଙ୍କ ପ୍ରତି ଅସମ୍ମାନର ଖବର ଆସିଛି । ଆମେରିକା କାଲିଫର୍ନିଆର ଏକ ପାର୍କରେ ମହାତ୍ମା ଗାନ୍ଧିଙ୍କ ଏକ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି । ଏହି ଘଟଣାକୁ ଆମେରିକାରେ ରହୁଥିବା ଭାରତୀୟ-ଆମେରିକୀୟମାନଙ୍କ ମଧ୍ୟରେ ବହୁତ ଆକ୍ରୋଶ ଦେଖାଦେଇଛି । ଏହାର ତୁରନ୍ତ ତଦନ୍ତ ଆରମ୍ଭ କରିବାକୁ ଆମେରିକା ସରକାରଙ୍କୁ ଦାବି କରିଛନ୍ତି ।

ଉତ୍ତର କାଲିଫର୍ନିଆର ଡେଭିସ୍ ସିଟିର ଏକ ପାର୍କରେ ଛଅ ଫୁଟ ଉଚ୍ଚ ଏବଂ ୨୯୪ କିଲୋଗ୍ରାମ ବିଶିଷ୍ଟ ଏକ ବ୍ରୋଞ୍ଜର ଗାନ୍ଧିଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା । ତେବେ ଦୁର୍ବୃତ୍ତମାନେ ମୂର୍ତ୍ତିର ମୁହଁକୁ ଭାଙ୍ଗିବା ସହିତ ମୂର୍ତ୍ତିର ଗୋଡକୁ ମଧ୍ୟ ଭାଙ୍ଗିଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ