Masthead

ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ପିଲାଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇବା ପାଇଁ ପିଲାଙ୍କୁ ମିଳିବ ପୁଷ୍ଟିକର ଖାଦ୍ୟ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ସ୍କୁଲ୍ ଖୋଲିବା ପୂର୍ବରୁ ପିଲାଙ୍କୁ ହାପିନେସ୍ କିଟ୍ ପାଇଁ ନିସ୍ପତ୍ତି । ଏହି କିଟ୍‌ରେ ରହିବ ଅଟା, ଚଣା, ହଳଦୀ ଗୁଣ୍ଡ, ଡାଲଚିନ୍, ଚିନା ବାଦାମ ଓ ଗୁଡ ଭଳି ଇମ୍ୟୁନିଟି ବୁଷ୍ଟର ସାମଗ୍ରୀ । ତା ସହିତ ରହିବ ପେନ୍, ପେନ୍ସିଲ୍, ନୋଟ୍ ପ୍ୟାଡ୍, ସାନିଟାରୀ ନାପକିନ୍, ଟୁଥ୍ ପେଷ୍ଟ, ଆୟୋଡିନ ଲୁଣ ଓ ସାବୁନ । ପ୍ରଥମ ପର୍ୟ୍ୟାୟରେ ମଧ୍ୟାହ୍ନ ଭୋଜନ ଯୋଗାଉଥିବା ଅକ୍ଷୟ ପାତ୍ର ଫାଉଣ୍ଡେସନ୍ ଜରିଆରେ ନୟାଗଡ଼, ପୁରୀ, କଟକ, ଖୋର୍ଦ୍ଧା ଓ ସୁନ୍ଦରଗଡ଼ର ୧୯୧୬ ସ୍କୁଲରୁ ଏକ ଲକ୍ଷ ୮୩ ହଜାର ଛାତ୍ରଛାତ୍ରୀଙ୍କୁ ହାପିନେସ୍ କିଟ୍ ଦିଆଯିବ । ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସବୁ ଜିଲ୍ଲାରେ ମଧ୍ୟାହ୍ନ ଭୋଜନ ଯୋଗାଣକାରୀ ସଂସ୍ଥା ମାଧ୍ୟମରେ ହାପିନେସ୍ କିଟ୍ ଯୋଗାଇବାକୁ ଲକ୍ଷ୍ୟ ରଖାଯାଇଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିସ୍ପତ୍ତି ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼