Masthead

ଆଶା ଆଶଙ୍କାରେ ବଜେଟ-୨୦୨୧

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆସନ୍ତାକାଲି ସଂସଦରେ ଆଗତ କରିବେ ୨୦୨୧-୨୨ବର୍ଷ ପାଇଁ ବଜେଟ । ଧୀମା ଅର୍ଥନୀତିକୁ ଗତିଶୀଳ କରିବା ପାଇଁ ଆଗାମୀ ବଜେଟରେ କଣ ରହିବ ଖାସ, ଏହାରି ଉପରେ ରହିଛି ସମସ୍ତଙ୍କର ଫୋକସ । ତେବେ କରୋନା ସଙ୍କଟ ଓ ସଂକ୍ରମଣ ଭିତରେ ଏଥର ବଜେଟ ଭିନ୍ନ ହେବ । ବିନା ବହିଖାତା-ବ୍ରିଫକେସରେ ଅର୍ଥମନ୍ତ୍ରୀ ବଜେଟ ଉପସ୍ଥାପନ କରିବେ । ଡିଜିଟାଲ ପଦ୍ଧତିରେ ଆୟବ୍ୟୟ ଅଟକଳ ହିସାବ ରଖିବେ ଅର୍ଥମନ୍ତ୍ରୀ ନିର୍ମଳା ସିତାରମଣ । ପେପରଲେସ ବଜେଟରେ ଦେଶବାସୀଙ୍କ ପାଇଁ କଣ ନିର୍ମଳା ଆଣୁଛନ୍ତି ତାକୁ ନେଇ ଦେଶବାସୀଙ୍କ ମଧ୍ୟରେ ଉକ୍ରାଣ୍ଠା ଥିବା ବେଳେ କୋଭିଡ୍ ପରିସ୍ଥିତି ମଧ୍ୟରେ ଏହା ପ୍ରଥମ ବଜେଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ 🔴 ଏନଡିଏ ବୈଠକ ମୋଦିଙ୍କ ହୁଙ୍କାର 🔴 ଦଳ ଏବଂ ଘରୁ ବେଦଖଲ ହେଲେ ଲାଲୁ ନନ୍ଦନ 🔴 ବର୍ଷା ପାଇଁ ୪୯ ବିମାନର ଗତିପଥ ପରିବର୍ତ୍ତନ 🔴 ଦେବାଶିଷ-ସୌମ୍ୟ ଭେଟଘାଟ୍, ବିଜେଡିକୁ ଘାରିଛି କୋକୁଆ ଭୟ! 🔴 ନବୀନଙ୍କୁ ବେଖାତିର…ପ୍ରତାପଙ୍କ ଘରେ ପାଣ୍ଡିଆନ ପନ୍ଥୀ 🔴 ‘ଆତଙ୍କବାଦ ଶେଷ ଭାରତର ସଂକଳ୍ପ’ 🔴 ୩୨ ପାକିସ୍ତାନୀ ସେନା ନିହତ 🔴 ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌ 🔴 ଦାନା ବାନ୍ଧୁଛି ଲଘୁଚାପ 🔴 ଶୁଭମନ ଗିଲ ଟେଷ୍ଟ ଟିମ କ୍ୟାପଟେନ