Masthead

୬ରୁ ପ୍ଲସ ଟୁ ଫର୍ମ ଫିଲପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୬ରୁ ପ୍ଲସ ଟୁ ଫର୍ମ ଫିଲପ । ଏ ସମ୍ପର୍କରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ରେଗୁଲାର ଓ କରେସ୍ପଣ୍ଡେଣ୍ଟସ କୋର୍ସର ଛାତ୍ରଛାତ୍ରୀମାନେ ଫେବୃଆରୀ ୧୨ରୁ ୨୪ପର୍ଯ୍ୟନ୍ତ ଅନଲାଇନରେ ଫର୍ମ ଫିଲପ କରିବେ । ଏକ୍ସ ରେଗୁଲାର ଛାତ୍ରଛାତ୍ରୀ ଫେବୃଆରୀ ୬ରୁ ୧୨ ତାରିଖ ମଧ୍ୟରେ ଫର୍ମ ଫିଲପ କରିପାରିବେ । ପ୍ଲ ଟୁ କାଉନସିଲ ପକ୍ଷରୁ ପରୀକ୍ଷା ଫି ଓ ଅନ୍ୟାନ୍ୟ ଦେୟ ପାଇଁ ୫୨୦ଟଙ୍କା ଧାର୍ଯ୍ୟ କରାଯାଇଛି । ପ୍ରାଟିକାଲ ପରୀକ୍ଷା ଫି ଓ ପୋଜେକ୍ଟ ଫି ପାଇଁ ୪୦ଟଙ୍କା, ପ୍ରଥମ ଥର ବିଳମ୍ବରେ ଫର୍ମ ଫିଲପ କଲେ ୫୦ଟଙ୍କା ଜୋରିମାନା ଦେବାକୁ ପଡିବ । ସେହିପରି ୨ୟ ଥର ବିଳମ୍ବରେ ଫର୍ମ ଫିଲପ କଲେ ୩୫୦ଟଙ୍କା ଦେବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ