Masthead

ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା, ୫ କିଲୋ ଓଜନର ଲ୍ୟାଣ୍ଡମାଇନ ଉଦ୍ଧାର

ସୁକୁମା (ବଡ଼ ଖବର ବ୍ୟୁରୋ): ଅଳ୍ପକେ ବର୍ତ୍ତିଲେ ସିଆରପିଏଫ ଯବାନ । ପଣ୍ଡ ହେଲା ମାଓବାଦୀଙ୍କ ଯୋଜନା । ଏଭଳି ଘଟଣା ଘଟିଛି ଛତିଶଗଡ଼ ସୁକୁମା ଜିଲ୍ଲା ଅନ୍ତର୍ଗତ ନିପା ଜଙ୍ଗଲରେ । ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ୫ କିଲୋ ଓଜନର ଲ୍ୟାଣ୍ଡମାଇନ ଉଦ୍ଧାର କରିଛନ୍ତି ଯବାନ । ପୋଲିସକୁ ଟାର୍ଗେଟ କରି ମାଓବାଦୀମାନେ ଏହି ଲ୍ୟାଣ୍ଡମାଇନ ଖଞ୍ଜିଥିଲେ ।

ମାଓ ଦମନ ପାଇଁ ୨୦୬ ବାଟାଲିଆନର ସିଆରପିଏଫ ଯବାନଙ୍କ କମ୍ବିଂ ଅପରେସନ ବେଳେ ମେଟାଲ ଡିଟେକ୍ଟର ଯୋଗେ ଏହି ଲ୍ୟାଣ୍ଡମାଇନ ଠାବ କରାଯାଇଥିଲା । ପରେ ଏହାକୁ ଡିଫ୍ୟୁଜ କରାଯାଇଥିଲା । ଡିଫ୍ୟୁଜ ବେଳେ ଲ୍ୟାଣ୍ଡମାଇନ ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ, ଏହା ଅତି ସହଜରେ ପୋଲିସ ଗାଡ଼ିକୁ କ୍ଷତି ପହଂଚାଇ ପାରିଥାନ୍ତା ବୋଲି ଅନୁମାନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ଆସୁଛି ଆଉ ଏକ ଲଘୁଚାପ