Masthead

ପୋଲିଓ ଟିକାକରଣ: ଅସାବଧାନତା ଯୋଗୁଁ ୧୨ ଶିଶୁ ଅସୁସ୍ଥ

ମୁମ୍ବାଇ (ବଡ଼ ଖବର): ପୋଲିଓ ଟିକାକରଣ ବେଳେ ଅସାବଧାନତା । ପୋଲିଓ ଟିକା ବଦଳରେ ଶିଶୁଙ୍କୁ ଖୁଆଯାଇଛି ସାନିଟାଇଜର । ଫଳରେ ୧୨ ଜଣ ଶିଶୁ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଗତ ରବିବାର ଦିନ ୧ ବର୍ଷରୁ ୫ ବର୍ଷ ବୟସ ଯାଏଁ ଶିଶୁଙ୍କ ପୋଲିଓ ଅଭିଯାନ ଚାଲିଥିଲା।  ମହାରାଷ୍ଟ୍ରର ୟାଭତମାଲ ଜିଲ୍ଲାରେ ଘାଟାନଜିର କାପାସି-କୋପାରୀ ଗ୍ରାମରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ୱାସ୍ଥ୍ୟକର୍ମୀ ଶିଶୁଙ୍କ ପୋଲିଓ ବୁନ୍ଦା ବଦଳରେ ସାନିଟାଇଜର୍ ପିଆଇ ଦିଆଯାଇଥିବା ଘଟଣା ସାମ୍ନାକୁ ଆସିଥିଲା ।

କିଛି ପିଲାଙ୍କୁ ପୋଲିଓ ଡ୍ରପ୍ ବଦଳରେ ସାନିଟାଇଜର ଦିଆଯାଇଥିଲା। ଏହାପରେ ଅନେକ ଶିଶୁଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତ୍ତର ହୋଇଥିଲା। ଅନେକ ପିଲାଙ୍କୁ ବାନ୍ତି ମଧ୍ୟ ହୋଇଥିଲା। ପରେ ସମସ୍ତ ଶିଶୁଙ୍କୁ ଗୁରୁତର ଅବସ୍ଥାରେ ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼