Masthead

ମେ’ ୪ରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ତାରିଖ ଘୋଷଣା କଲା ସିବିଏସ୍ଇ ବୋର୍ଡ । ଏହି ପରୀକ୍ଷା ମେ’ ୪ରୁ ଆରମ୍ଭ ହୋଇ ଜୁନ୍ ୬ରେ ଶେଷ ହେବ । ସେହିପରି ମାର୍ଚ ୧ରୁ ପ୍ରାଟିକାଲ ପରୀକ୍ଷା ଆରମ୍ଭ ହେବ । ଏନେଇ ସୂଚନା ଦେଇଛନ୍ତି ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ । ପୂର୍ବରୁ ଜାନୁଆରୀରେ ପରୀକ୍ଷା ହେବାନେଇ ନିଷ୍ପତ୍ତି ନିଆଯାଇଥିଲା । ୨୦୨୧-୨୨ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତିକୁ ପାଳନ କରିବା ପାଇଁ ଶିକ୍ଷାମନ୍ତ୍ରୀ ଏକ ଅନଲାଇନ ବୈଠକ ଡକାଇଥିଲେ । ଏଥିରେ ହଜାରେରୁ ଉଦ୍ଧ୍ୱର୍ କଲେଜର ପ୍ରିନ୍ସପାଲ ଉପସ୍ଥିତ ଥିଲେ । ଏହି ବୈଠକରେ ସିବିଏସଇ ଛାତ୍ରଛାତ୍ରୀଙ୍କ ୪୫ବର୍ଷର ରେକର୍ଡ ଡିଜିଟାଲାଇଜ କରାଯିବା କଥା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ