Masthead

ଆଜିଠୁ ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପୁଣି ଟିକାକରଣ ଆରମ୍ଭ ହେବ । ପଲସ ପୋଲିଓ ଅଭିଯାନ ପାଇଁ ରାଜ୍ୟରେ ଗତ ୩ ଦିନ ଧରି ରାଜ୍ୟରେ କୋଭିଡ଼ ଟିକାକରଣ ବନ୍ଦ ରହିଥିଲା । ଆଜି ପୁଣିଥରେ ୫୯ ସେସନ ସାଇଟରେ ୬ ହଜାର ୪୯୮ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯିବ । ଏଥିରୁ ଭୁବନେଶ୍ୱରର ୧୦ଟି ସାଇଟ ରହିବ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି ।

ସେହିପରି ଫେବୃଆରୀ ୬ ତାରିଖରୁ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବ । ସେମାନଙ୍କ ପାଇଁ ଅଲଗା ସ୍ଥାନ, ଅଲଗା ଟିକା ପ୍ରଦାନକାରୀଙ୍କୁ ନିୟୋଜିତ କରିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କ ସହିତ ଆଲୋଚନା କରିବେ ସ୍ୱାସ୍ଥ୍ୟ ଏବଂ ପରିବାରେ କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ । ଏହି ଦିଗରେ ସେମାନଙ୍କୁ ଗାଇଡ଼ଲାଇନ ଅବଗତ ମଧ୍ୟ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା