Masthead

ଶେଷରେ ଧରାଦେଲା ସୁରେଶ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଧାନୀରେ ଭିନ୍ନକ୍ଷମ ଯୁବତୀଙ୍କୁ ଯୌନ ନିର୍ୟାତନା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁରେଶ ବେହେରାକୁ ଧରିଛି ପୋଲିସ । ଏନେଇ ଏୟାରପୋର୍ଟ ଥାନାରେ ଅଧିକ ପଚରାଉଚରା କରୁଛି ପୋଲିସ । ପ୍ରଥମେ ବଡ଼ ଖବର ଏହି ଘଟଣାର ଖୁଲାସା କରିବା ପରେ ପୋଲିସ ଆକ୍ସନ ମୋଡକୁ ଆସିଥିଲା । ହେଲେ ଅଭିଯୁକ୍ତ ସୁରେଶ ଫେରାର ଥିଲା । ନିଖିଳ ଓଡିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘର ସାଧାରଣ ସଂପାଦକ ହେଉଛି ସୁରେଶ । ରାଜଧାନୀ ଭୁବନେଶ୍ୱରର ପଳାଶପଲ୍ଲୀ ସ୍ଥିତ ଭିନ୍ନକ୍ଷମ ତାଲିମକେନ୍ଦ୍ରରେ ହାଇ ପ୍ରୋଫାଇଲ ସେକ୍ସ ରାକେଟ୍ ଚାଲିଥିବା ନେଇ ଅଭିଯୋଗ ହୋଇଥିଲା । ଏହାର ଭିଡିଓ ଭାଇରାଲ୍ ହେବା ପରେ ଖୋଲିଛି କେଳେଙ୍କାରୀର ଗୁମର । ଏଭଳି ଜଘନ୍ୟ ଘଟଣାର ପର୍ଦ୍ଦାଫାଶ କରିଥିଲେ ତାଲିମ କେନ୍ଦ୍ରର ଅନ୍ତେବାସୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା