Masthead

ମାହାଙ୍ଗା ଡବଲ ମର୍ଡର: ମୁଖ୍ୟ ଅଭିଯୁକ୍ତର ମୃତ୍ୟୁ

ମାହାଙ୍ଗା (ବଡ଼ ଖବର ବ୍ୟୁରୋ): ମାହାଙ୍ଗା ଡବଲ ମର୍ଡର ଘଟଣାର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ପ୍ରଫୁଲଙ୍କ ସନ୍ଦେହ ଜନକ ମୃତ୍ୟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ନୃତାଙ୍ଗ ସରପଞ୍ଚଙ୍କ ସ୍ୱାମୀ ତଥା ବିକାଶ ଜେନାଙ୍କ ହତ୍ୟାକରୀ ପ୍ରଫୁଲ୍ଲ ବିଶ୍ୱାଳଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଘଟଣାସ୍ଥଳରୁ ମୋବାଇଲ ଓ ବାଇକ୍ ମିଳିଥିବା ଜଣାପଡ଼ିଛି ।

ଟାଙ୍ଗୀ ନିକଟସ୍ଥ ବନ୍ଦାଳ ଟୋଲଗେଟ ନିକଟରେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ଘଟଣା ପରଠୁ ଅଭିଯୁକ୍ତ ପ୍ରଫୁଲ୍ଲ ଫେରାର ଥିଲା । ୨୦୧୮ ବିକାଶ ଜେନା ହତ୍ୟାକାଣ୍ଡର ଅନ୍ୟତମ ଅଭିଯୁକ୍ତ ଥିଲେ ପ୍ରଫୁଲ୍ଲ । ମୃତହେଦକୁ ବ୍ୟବଚ୍ଛେଦ ପାଇଁ ଏସସିବିକୁ ପଠାଯାଇଥିବା ସୂଚନା ମିଳୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ