Masthead

ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ

କୋରାପୁଟ (ବଡ଼ ଖବର ବ୍ୟୁରୋ): ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କ ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ମନ୍ତ୍ରୀଙ୍କ ଗାଡି ସହ ଏକ ବାଇକ୍ ମୁହାଁମୁହିଁ ହୋଇଛି । ବୋରିଗୁମ୍ମା ବ୍ଲକ ପୂଜାରୀପୁଟ ଗାଁ ନିକଟରେ ଘଟିଛି ଏହି ଦୁର୍ଘଟଣା । ଏହି ଦୁର୍ଘଟଣାରେ ମନ୍ତ୍ରୀଙ୍କ ଡାଇଭର ସାମାନ୍ୟ ଆହତ ହୋଇଛନ୍ତି । କିନ୍ତୁ ବାଇକ୍ ଚାଳକଙ୍କ ବାମ ଗୋଡ଼ରେ ମାଡ ହୋଇଛି । ମନ୍ତ୍ରୀଙ୍କ ଗାଡିର ଡାହଣପଟ ସମ୍ମୁଖ ସାମାନ୍ୟ ଭାଙ୍ଗି ଯାଇଛି । ତେବେ ମନ୍ତ୍ରୀ ସୁରକ୍ଷିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ