Masthead

ଖୁବଶୀଘ୍ର ପୂର୍ବପରି ଆନନ୍ଦ ବଜାରରେ ମିଳିବ ମହାପ୍ରସାଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆନନ୍ଦ ବଜାରରେ ପୂର୍ବପରି ମହାପ୍ରସାଦ ପାଇପାରିବେ ଶ୍ରଦ୍ଧାଳୁ । ଶ୍ରୀମନ୍ଦିର ପ୍ରଶାସନ ଖୁବଶୀଘ୍ର ଏଭଳି ନିଷ୍ପତ୍ତି ନେବାକୁ ଯାଉଛି । କରୋନା ପାଇଁ ଦୀର୍ଘଦିନ ଧରି ବନ୍ଦ ରହିଛି ଆନନ୍ଦ ବଜାର । ଖୁବଶୀଘ୍ର ଏନେଇ ପୁନଃସମୀକ୍ଷା କରି ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଆଜି ସୁଆରମହାସୁଆର ନିଯୋଗ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆସନ୍ତା ପରିଚାଳନା କମିଟିର ବୈଠକ ଓ ଛତିଶାନିଯୋଗ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଏସବୁ ପ୍ରସ୍ତାବ କାର୍ଯ୍ୟକରାୀ କରାଯାଇପାରେ ବୋଲି କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ