Masthead

ଆଜିଠୁ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ଆରମ୍ଭ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ଆରମ୍ଭ ହେବ । ରାଜ୍ୟରେ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଥିବା ବେଳେ ଆଜିଠାରୁ ନବମ ଓ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନ ଯିବେ । ସମସ୍ତ କୋଭିଡ଼ କଟକଣାକୁ ପାଳନ କରି ଶ୍ରେଣୀ ଗୃହରେ ପାଠ ପଢା ଆରମ୍ଭ ହେବ । ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢା ଆସନ୍ତାକାଲି ଠାରୁ ଆରମ୍ଭ ହୋଇ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ ।

ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ୨ ଘଂଟା ଧରି ପାଠପଢା ହେବ । ପ୍ରତିଦିନ ୩ଟି ପିରିୟଡ଼ରେ ପାଠପଢା ହେବ । ରବିବାର ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ହେବ ନାହିଁ । ତେବେ ସ୍ଥାନୀୟ ଅଂଚଳର ପାଣିପାଗକୁ ଦୃଷ୍ଟିରେ ରଖି କ୍ଲାସର ସମୟରେ ପରିବର୍ତନ କରିପାରିବେ ସପୃକ୍ତ ଜିଲ୍ଲାର ଅଧିକାରୀ । ନବମ ଓ ଏକାଦଶ ଶ୍ରେଣୀରେ କୌଣସି ପ୍ରକାର ମଧ୍ୟାହ୍ନଭୋଜନ ବିରତି ଦିଆଯିବନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼