Masthead

ପୁରୀରୁ କେନ୍ଦ୍ରକୁ ନବୀନଙ୍କ କଡ଼ା ସନ୍ଦେଶ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ । କରୋନା ମହାମାରୀ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଥର ପାଇଁ ଶ୍ରୀମନ୍ଦିର ଯାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଥିଲା । । ପୁରୀର ସୌନ୍ଦର୍ଯ୍ୟକରଣ ଓ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ।

ଶ୍ରୀମନ୍ଦିର ଚତୁଃପାଶ୍ୱର ହେରିଟେଜ କରିଡର କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଥିଲେ। ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ବରିଷ୍ଠ ପ୍ରଶାସନିକ ଅଧିକାରୀ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ପୁରୀ ଗସ୍ତ କରିଥିଲେ । ଶ୍ରୀମନ୍ଦିରରୁ ଫେରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ।

ଜଗନ୍ନାଥଙ୍କ କାମକୁ କେହିବି ଅଟକାଇ ପାରିବେ ନାହିଁ । ଶ୍ରୀମନ୍ଦିର ପ୍ରସ୍ତାବିତ ‘ବାଇ-ଲ’ ଉପରେ ଦେଲେ କଡ଼ା ଟିପ୍ପଣୀ । କେନ୍ଦ୍ର ସରକାରଙ୍କ ‘ବାଇ-ଲ’ କୁ ପ୍ରତ୍ୟାହାର କରିଦିଅନ୍ତୁ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ