Masthead

ରମାଦେବୀ ମହିଳା ୟୁନିଭରସିଟିରେ ନବୀନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥି ଅବସରରେ ରମାଦେବୀ ବିଶ୍ୱବିଦ୍ୟାଳୟ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ପରେ ଆଜି ପ୍ରଥମ ଥର ପାଇଁ ପିଲାମାନଙ୍କୁ ଭେଟିଥିବା କଥା କହିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶାର ପ୍ରଥମ ମହିଳା ୟୁନିଭରସିଟି, ରମାଦେବୀ ମହିଳା ୟୁନିଭରସିଟିକୁ ଆସି ସେ ବହୁତ ଖୁସିଥିବା କଥା ମଧ୍ୟ କହିଛନ୍ତି । ଏହି ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ୟୁନିଭରସିଟିର ଏକାଡେମିକ୍‌ ବ୍ଲକ୍‌, ପାଠାଗାର ଓ ହଷ୍ଟେଲ ବିଲ୍‌ଡିଂ ଉଦ୍‌ଘାଟିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ୟୁନିଭରସିଟିର ଗରିମାକୁ ଏହା ଆହୁରି ବୃଦ୍ଧି କରିବ ଏବଂ ତୁମମାନଙ୍କ ଆବଶ୍ୟକତା ପୂରଣ କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି