Masthead

ବିଏସଏଫ କ୍ୟାମ୍ପ ପ୍ରତିଷ୍ଠା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ଅନ୍ତର୍ଗତ ମୁଦୁଲିପଡ଼ା ଥାନା ବଣ୍ଡା ଘାଟିରେ ପ୍ରତିଷ୍ଠା ହେଲା ବିଏସଏଫ କ୍ୟାମ୍ପ୍ । ବଣ୍ଡା ଘାଟିର ମୁଦୁଲିପଡ଼ା ଠାରୁ ୨ କିଲୋମିିଟର ଦୁର ଏକ ପାହାଡ଼ ଉପରେ ପ୍ରତିଷ୍ଠା ହୋଇଛି ବିଏସଏଫର ୧୫ ବାଟାଲିଆନର ସିଓବି । ମାଲକାନଗିରି ଜିିଲ୍ଲା ଏସପିି ରିଶିକେଶ ଦୟାନନ୍ଦ ଖିଲାରୀଙ୍କ ପ୍ରଚେଷ୍ଟାରେ ଏହି କ୍ୟାମ୍ପ ପ୍ରତିଷ୍ଠା ହୋଇପାରିଛି ।

କୋରାପୁଟ ବିଏସଏଫ ଡିଆଜି ପିକେ ମିଶ୍ର, କମ୍ପାନୀ କୋମାଣ୍ଡେଣ୍ଟ ବିକ୍ରମ ଶର୍ମା ଉପସ୍ଥିତ ରହିଥିଲେ । ମାଲକାନଗିରି ଜିଲ୍ଲାର ମାଓ ପ୍ରବଣ ବଣ୍ଡା ଘାଟିରେ ଲୋକଙ୍କ ସୁରକ୍ଷା ଏବଂ ସେହି ଅଂଚଳର ବିକାଶ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ବିଏସଏଫ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି