Masthead

ବନ୍ଦ ହେବ ସନ୍ ହସ୍ପିଟାଲ

କଟକ (ବଡ଼ ଖବର ବ୍ୟୁରୋ): ବନ୍ଦ ହେବ କଟକ ସନ୍ ହସ୍ପିଟାଲ । କଟକ ସନ ହସସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଏହି କାର୍ଯ୍ୟାନୁୁଷ୍ଠାନ ଗ୍ରହଣ କରାଯାଇଛି । ହସ୍ପିଟାଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଲା ଜିଲ୍ଲା ପ୍ରଶାସନ । ନିୟମ ଉଲଂଘନ କରି ମେଡ଼ିକାଲ ଚାଲୁଥିବାରୁ ବନ୍ଦ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲା ପ୍ରଶାସନ । ଗତ ୨ ତାରିଖରେ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା ।

ବିନା ଅଗ୍ନିନିରାପତା ସାର୍ଟିଫିକେଟରେ ଚାଲୁଥିଲା ଏହି ହସ୍ପିଟାଲ । ଏ ସଂପର୍କରେ ପ୍ରଶାସନ ପକ୍ଷରୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା । ତେବେ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଉତ୍ତର ସନ୍ତୋଷଜନକ ନ ହେବାରୁ ପ୍ରଶାସନ ପକ୍ଷରୁ ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ