Masthead

ଦିଲ୍ଲୀ ଟ୍ରାକ୍ଟର ହିଂସାକାଣ୍ଡରେ ଆଉ ଜଣେ ଗିରଫ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଟ୍ରାକ୍ଟର ହିଂସା ଘଟଣାରେ ଆରମ୍ଭ ହୋଇଛି ଗିରଫ ଦାରୀ । ପ୍ରଥମେ ଘଟଣାର ମୁଖ୍ୟ କୁହାଯାଉଥିବା ଦୀପ ସିଦ୍ଧୁକୁ ଗିରଫ କରାଯାଇଥିଲା । ଏହାର ଗୋଟିଏ ଦିନ ପରେ ଅନ୍ୟତମ ଅଭିଯୁକ୍ତ ଇକବାଲ ସିଂକୁ ଗିରଫ କରାଯାଇଛି । ଇକବାଲ ପଞ୍ଜାବ ଲୁଧିଆନାର ବାସିନ୍ଦା । ତାଙ୍କ ନାଁରେ ୫୦ ହଜାର ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା ।

ରେଡ ଦୁର୍ଗର ହୋଇଥିବା ଘଟଣାରେ ୩୦୦ ପୋଲିସ କର୍ମଚାରୀ ଆହତ ହୋଇଥିଲେ । ଆନ୍ଦୋଳନକାରୀଙ୍କୁ ଅଟକାଇଥିଲା ପୋଲିସ । ମାତ୍ର ପୋଲିସଙ୍କୁ ପାଲଟା ଆକ୍ରମଣ କରିଥିଲେ ଚାଷୀ । ଅନ୍ୟପଟେ ଆନ୍ଦୋଳନକାରୀଙ୍କୁ ଦୀପସିନ୍ଧୁ ପ୍ରଥଭ୍ରଷ୍ଟ କରିବାକୁ ପ୍ରୟାସ କରିଥିବା ଅଭିଯୋଗ କରିଥିଲା ଚାଷୀ ସଙ୍ଗଠନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ