Masthead

ବଟାନିକାଲ ଗାର୍ଡେନରେ ନିଆଁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନନ୍ଦନକାନନ ର ଵାଟାନିକାଲ ଗାର୍ଡେନରେ ଲାଗିଲା ଅସମ୍ଭାଳ ନିଆଁ । ଗାର୍ଡେନର ସ୍ରାଗୁନା ପ୍ରଜଜନ କେନ୍ଦ୍ର ର ୫୦ ମିଟର ପାଖ ଭୋଜିସ୍ଥଳର ପଛ ଗେଟ ପାଖରେ ଲାଗିଛି ନିଆଁ । କୌଣସି ଭୋଜିର କାଠର ନିଆଁ ବା ସିଗାରେଟ ର ନିଆଁ ରେ ନିଆଁ ଲାଗିଛି ବୋଲି ଅନୁମାନ କରାଯାଉଛି । ବହୁ ମୂଲ୍ୟବାନ ଗଛ ଜଳି ଯାଇଛି । ବ୍ୟାପକ କ୍ଷୟ କ୍ଷତି ହେବା ସହିତ ନିଆଁର ପ୍ରକୋପ ବଢିବାରେ ଲାଗିଥିଲା । ୨ଟି ଦମକଳ ବାହିନୀ ପହଂଚି ଅଣଆୟତ୍ତ ନିଆଁ କୁ ଲିଭାଇ ପାଇଁ ପ୍ରୟାସ ଜାରି ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ