Masthead

ପ୍ରଧାନମନ୍ତ୍ରୀ ସେନାବାହିନୀଙ୍କୁ ଅର୍ପଣ କଲେ ଅର୍ଜୁନ ମୁଖ୍ୟ ଯୁଦ୍ଧ ଟ୍ୟାଙ୍କ

ଚେନ୍ନାଇ (ବଡ଼ ଖବର): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚେନ୍ନାଇଠାରେ ସେନାବାହିନୀକୁ ଅର୍ଜୁନ ମୁଖ୍ୟ ଯୁଦ୍ଧ ଟ୍ୟାଙ୍କ ଅର୍ପଣ କରିଛନ୍ତି। ଏହି ଟ୍ୟାଙ୍କ୍‍ ଚେନ୍ନାଇ କମ୍ବାଟ୍‍ ଭେହିକିଲ୍‍ ଗବେଷଣା ଓ ବିକାଶ ପ୍ରତିଷ୍ଠାନ, ଡିଆରଡିଓ ଓ ୧୫ଟି ଶିକ୍ଷାନୁଷ୍ଠାନ ଦ୍ୱାରା ନିର୍ମାଣ କରାଯାଇଛି। ସେନାବାହିନୀ ଏଭଳି ୧୧୮ଟି ଟ୍ୟାଙ୍କ୍‍ କ୍ରୟ କରିବାକୁ ଅର୍ଡର ଦେଇଛି। ତାମିଲନାଡୁ ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ମଧ୍ୟ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

୩ ହଜାର ୭୭୦ କୋଟି ଟଙ୍କା ସମ୍ବଳିତ ଚେନ୍ନାଇ ମେଟ୍ରୋ ରେଳ ପ୍ରକଳ୍ପର ଦ୍ୱିତୀୟ ପର୍ୟ୍ୟାୟକୁ ଉଦ୍ଘା ଟନ କରିବା ସହ ଚେନ୍ନାଇ ତଟ ଓ ଆଟ୍ଟିପଟ୍ଟୁ ମଧ୍ୟରେ ଚତୁର୍ଥ ରେଳଲାଇନକୁ ଉଦ୍ଘାତଟନ କରିଛନ୍ତି। ଚେନ୍ନାଇ ବିଚ୍‍-ଆଟ୍ଟିପଟ୍ଟୁ ରେଳ ଲାଇନ୍ର୍ ବିଦ୍ୟୁତିକରଣ କାର୍ୟ୍ୟ ମଧ୍ୟ ଉଦ୍ଘାଦଟନ କରିଛନ୍ତ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼