Masthead

ବିଧାନସଭା ସମ୍ମୁଖରେ ଆତ୍ମହୁତି ଉଦ୍ୟମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣିଥରେ ବିଧାନସଭା ସମ୍ମୁଖରେ ଆତ୍ମହୁତି ଉଦ୍ୟମ। ପୁଅ ର ହତ୍ୟା ଘଟଣାକୁ ନେଇ ଆତ୍ମହୁତି କରିଛନ୍ତି ମହିଳା । ଆତ୍ମହୁତି ଉଦ୍ୟମ କରିଥିବା ମହିଳା ଜଣକ ହେଉଛନ୍ତି ଜଗତସିଂହପୁର କୁଜଙ୍ଗ ଅଂଚଳ। ଗତ ବିଧାନସଭା ସମୟରେ ଆତ୍ମହୁତି ଦେଇଥିବା ବେଳେ ବଜେଟ ଅଧିବେଶନରେ ସିକ୍ୟୁରୀଟି କଡା କଡ଼ି ରହିଥିବା ବେଳେ ଆଜି ବି ଆତ୍ମହୁତି ଦେଇଛନ୍ତି ମହିଳା । ପେଟ୍ରୋଲ ଢାଳି ଆତ୍ମାହୁତି ଦେବା ବେଳେ କାବୁ କଲା ପୋଲିସ ।

ତେବେ ମହିଳା ଜଣଙ୍କ ସଂପର୍କରେ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ । ଆଜିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯାଇଥିଲା । ବିଧାନସଭା ସମ୍ମୁଖରେ ବାରମ୍ବାର ଏଭଳି ଘଟଣା ଘଟୁଥିବା ବେଳେ କମିଶନରେଟ୍ ପୋଲିସକୁ ଆତ୍ମାହୁତି ଭୟ ଘାରିଛି । ବିଧାନସଭା ସମୟରେ ବିଧାନସଭାକୁ ସଂଯୁକ୍ତ କରୁଥିବା ସମସ୍ତ ରାସ୍ତାକୁ ବନ୍ଦ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ