ପୁଣି କଡାକଡି ହେବ କୋଭିଡ ନିୟମ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାରେ ପୁଣି କଡାକଡି ହେବ କୋଭିଡ ନିୟମ । ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଲେ ସ୍ୱାସ୍ଥ୍ୟ ବିଭାଗ । ମହାରାଷ୍ଟ୍ରରେ କୋଭିଡ ସଂକ୍ରମଣ ବଢିବା ପରେ ଲକଡାଉନ କରାଯାଇଛି । ଏହାକୁ କେନ୍ଦ୍ର କରି ଓଡିଶାରେ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ସବୁ ଜିଲ୍ଲାପାଳ, ମହାନଗରେ ନିଗମ ଓ ପୋଲିସ ବିଭାଗକୁ ଚିଠି ଲେଖି ସତର୍କ କରାଇଛନ୍ତି ।

ସଂକ୍ରମିତଙ୍କ ସଂଖ୍ୟା ଯେପରି ବୃଦ୍ଧି ନ ଘଟେ , ଗାଇଡ଼ଲାଇନ ଅନୁଯାୟୀ ନମୁନା ପରୀକ୍ଷା ଜାରୀ ରହିବ । କୋଭିଡ ନିୟମ କଡାକଡି ଭାବେ ପାଳନ କରିବା ଏବଂ ନିୟମ ଅନୁସାରେ ଯଥେଷ୍ଟ କରୋନା ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି । ମାର୍କେଟ, ଧର୍ମାନୁଷ୍ଠାନରେ ଭିଡ କମାଇବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ