Masthead

କମିବ ମୁଣ୍ଡପିଛା ଆୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କମିବ ମୁଣ୍ଡପିଛା ଆୟ । ଗତବର୍ଷ ତୁଳନାରେ ମୁଣ୍ଡପିଛା ଆୟ କମିବ । ୨୦୧୯-୨୦ରେ ମୁଣ୍ଡପିଛା ଆୟ ବଢି ପହଞ୍ଚିଥିଲା ୧ଲକ୍ଷ ୪ହଜାର ୫୬୬ଟଙ୍କାରେ । ଚଳିତବର୍ଷ ମୁଣ୍ଡପିଛା ଆୟ କମି ୧ଲକ୍ଷ ୨ହଜାର ୧୬୫ଟଙ୍କାରେ ପହଞ୍ଚିବ । ଗତବର୍ଷ ତୁଳନାରେ ରାଜ୍ୟରେ ମୁଣ୍ଡପିଛା ଆୟ ୨୪୧୦ଟଙ୍କା ହ୍ରାସ ପାଇବ । ଅର୍ଥାତ୍ ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ରାଜ୍ୟର ମୁଣ୍ଡପିଛା ଆୟ ୨ଦଶମିକ ୩ ପ୍ରତିଶତ ହ୍ରାସ ପାଇବ ।

ଗତବର୍ଷ ଜଣେ ଲୋକର ମାସିକ ଆୟ ଥିଲା ୧ହଜାର ୨୧୩ଟଙ୍କା ୮୩ ପଇସା । ଚଳିତ ବର୍ଷ ମୁଣ୍ଡପିଛା ଆୟ ରହିଛି ୧ହଜାର ୧୩ଟଙ୍କା ୭୫ପଇସା । ୨୦୧୨-୧୩ରୁ ୨୦୧୯-୨୦ ମଧ୍ୟରେ ଓଡିଶାର ଅର୍ଥନୀତି ହାରାହାରି ବାର୍ଷିକ ୭ଦଶମିକ ୧ ପ୍ରତିଶତ ହାରରେ ବୃଦ୍ଧି ପାଇଥିବା ବେଳେ ଜାତୀୟ ହାର ୬ଦଶମିକ ୬ପ୍ରତିଶତ ଥିଲା । ପ୍ରକାଶ ପାଇଥିବା ରାଜ୍ୟର ଅର୍ଥନୈତିକ ସର୍ଭେ ରିପୋର୍ଟରେ ଏହି ତଥ୍ୟ ଦର୍ଶାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା