Masthead

ଅନ୍ତର୍ଜାତୀୟ ମାତୃଭାଷା ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି  ଅନ୍ତର୍ଜାତୀୟ ମାତୃଭାଷା ଦିବସ । ପ୍ରତି ବର୍ଷ ୨୧ ଫେବୃଆରୀରେ ଅନ୍ତର୍ଜାତୀୟ ମାତୃଭାଷା ଦିବସ । ଏହି ଅବସରରେ ଟ୍ୱିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସଂସ୍କୃତି ଓ ଐତିହକୁ ସୁରକ୍ଷିତ ରଖିବା ପାଇଁ ମାତୃଭାଷା ବଳିଷ୍ଠ ଭୂମିକା ରହିଛି ।

ଟ୍ୱିଟ କରି ମହାପୁରୁଷମାନଙ୍କୁ ଅନ୍ତର୍ଜାତୀୟ ମାତୃଭାଷା ଦିବସରେ ସ୍ମରଣ କରି ମାତୃଭାଷାକୁ କାଳବିଜୟୀ କରିବା ଦିଗରେ ଆମର ଉଦ୍ୟମକୁ ଆହୁରି ଦୃଢ କରିବା ପାଇଁ କହିଛନ୍ତି । ବିଶ୍ୱରେ ଭାଷା ଓ ସହସ୍କୃତିର ବିବିଧତାକୁ ପ୍ରୋତ୍ସାହନ ଦେବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ । ତେବେ ଚଳିତ ବର୍ଷର ବିଷୟବସ୍ତୁ ରହିଛି ‘ ଶିକ୍ଷା ଓ ସମାଜର ଅନ୍ତର୍ଭୁକ୍ତ ପାଇଁ ବହୁଭାଷିତ ପ୍ରତିପୋଷଣ’ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା