Masthead

ପ୍ରଧାନମନ୍ତ୍ରୀଙ୍କୁ ସୋନିଆଙ୍କ ଚିଠି

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ହୁ ହୁ ହୋଇ ବଢୁଛି ପେଟ୍ରୋଲ ଦର । ଲଗାତାର ୧୨ ଥର ବଢିଲାଣି ତୈଳ ଦର । ପେଟ୍ରୋଲ ଲିଟର ପିଛା ୩୯ ପଇସା ବୃଦ୍ଧି ପାଇ ୯୦.୫୮ ଟଙ୍କାରେ ପହଞ୍ଚିଛି । ସେହିପରି ଡିଜେଲ ଲିଟର ପିଛା ୩୭ ପଇସା ବୃଦ୍ଧି ପାଇ ୮୦.୯୭ ଟଙ୍କାରେ ପହଞ୍ଚିଛି । ଦର ବୃଦ୍ଧି ପାଇ ଦିଲ୍ଲୀରେ ପେଟ୍ରୋଲ ଦର ୯୦.୧୯ ଓ ଡିଜେଲ ୮୦.୬୦ ଟଙ୍କାରେ ପହଞ୍ଚିଛି । ସେପଟେ ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଭଳି ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଦର ୧୦୦ ଟଙ୍କା ଅତିକ୍ରମ କରିସାରିଲାଣି ।ସର୍ବୋପରି ମୁମ୍ବାଇରେ ତୈଳ ଦର ୩୮ ପଇସା ବୃଦ୍ଧି ପାଇ ୯୭ ଟଙ୍କାରେ ବିକ୍ରି ହେଉଥିବାବେଳେ ଡିଜେଲ ୩୯ ପଇସା ବୃଦ୍ଧି ପାଇ ୮୭.୦୬ରେ ପହଞ୍ଚିଛି । ଏହାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ପାଖକୁ ଚିଠି ଲେଖିଛନ୍ତି ସୋନିଆ । ତୁରନ୍ତ ତଳୈ ଦର ସହ ରନ୍ଧନ ଗ୍ୟାସ ଦର କମାଇବା ସେ ପାଇଁ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼