Masthead

ଆସନ୍ତାକାଲି ଭାରତ ବନ୍ଦ

ବଡ଼ ଖବର ବ୍ୟୁରୋ : ଆସନ୍ତାକାଲି ହେବ ଭାରତ ବନ୍ଦ । ସର୍ବଭାରତୀୟ ବ୍ୟବସାୟୀ ସଂଘ ପକ୍ଷରୁ ଦିଆଯାଇଛି ଏହି ବନ୍ଦ ଡ଼ାକରା । ବିଭିନ୍ନ ଦାବି ନେଇ ସର୍ବଭାରତୀୟ ବ୍ୟବସାୟୀ ସଂଘ ପକ୍ଷରୁ ଦିଆଯାଇଛି ଏହି ବନ୍ଦ ଡ଼ାକରା । ଜିଏସଟି ସରଳୀକରଣ, ଇ-କମର୍ସ ବ୍ୟବସାୟୀଙ୍କ ବିସ୍ତାରବାଦ ନୀତି ଉପରେ ସରକାରୀ ନିୟନ୍ତ୍ରଣ ଓ ଖାଦ୍ୟ ନିରାପତ୍ତାମାନ ଆଇନରେ ଥିବା କଠୋର ଜରିମାନ ବ୍ୟବସ୍ଥା ଉଚ୍ଛେଦ ଦାବିରେ ଏହି ବନ୍ଦ ଡ଼ାକରା ଦିଆଯାଇଛି ।

ଏହି ଡ଼ାକରାକୁ ଓଡ଼ିଶା ବ୍ୟବସାୟର ମହାସଂଘ ସମର୍ଥନ କରିଛି । ଅତ୍ୟାବଶ୍ୟକ ସେବା ବ୍ୟତୀତ ଓଡ଼ିଶାରେ ଅନ୍ୟ ବ୍ୟବସାୟୀମାନେ ଆସନ୍ତାକାଲି ଦୋକାନ ବନ୍ଦ ରଖି ସହଯୋଗ କରିବାକୁ ମହାସଂଘ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ କୁହାଯାଇଛି । ବ୍ୟବସାୟୀ ମହାସଂଘର ମହାସଚିବ କହିବା ଅନୁସାରେ ଯେତେବେଳେ ଜିଏସଟି ଲାଗୁ ହେଲା ସେ ସମୟରେ ସରକାର ସାଧାରଣ ଟିକସ ବୋଲି ଘୋଷଣା କରିଥିଲେ । କିନ୍ତୁ କ୍ରମେ ଏହାକୁ ଜଟିଳ କରିଦିଆଯାଇଛି । ଏହା ଦ୍ୱାରା ବ୍ୟବସାୟୀମାନଙ୍କୁ କ୍ଷତି ସହିବାକୁ ପଡ଼ୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼