Masthead

ପହିଲାରୁ ଯୁକ୍ତ ୩ ଅନଲାଇନ କ୍ଲାସ୍

ଭୁବନେଶ୍ୱର (ବଡ ଖବର ବ୍ୟୁରୋ):ମାର୍ଚ୍ଚ ପହିଲାରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତ ୩ ପ୍ରଥମ ବର୍ଷର କ୍ଲାସ୍ । ଅନଲାଇନ୍ ମାଧ୍ୟମରେ ହେବ ପାଠପଢା । ଏନେଇ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଏବଂ ଘରୋଇ ବିଦ୍ୟାଳୟର ଅଧକ୍ଷମାନଙ୍କୁ ଚିଠି ଲେଖିଛନ୍ତି । ରାଜ୍ୟରେ ସ୍ନାତକ ଓ ସ୍ନାତକୋତ୍ତର ଶେଷ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ୨୦୨୧ ଜାନୁଆରୀ ୧୧ ତାରିଖ ଠାରୁ ଅଫଲାଇନ୍ରେ ପାଠପଢା ଆରମ୍ଭ ହୋଇଯାଇଛି ।

ସେହିପରି ୨୦୨୧ ଫେବୃଆରୀ ୧୦ ତାରିଖ ଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଠପଢା ଅଫଲାଇନ୍ ମାଧ୍ୟମରେ ଆରମ୍ଭ ହୋଇଯାଇଛି । ଯେହେତୁ କରୋନାର ତାଣ୍ଡବ ଏପର୍ଯ୍ୟନ୍ତ ଥମି ନାହିଁ, ସେଥିପାଇଁ ଯୁକ୍ତ ୩ ପ୍ରଥମ ବର୍ଷର କ୍ଲାସ ଅଫଲାଇନରେ କାରାଯାଉନାହିଁ । ଯଦି ସେମାନଙ୍କର କ୍ଲାସ ଆରମ୍ଭ ନହୁଏ, ତେବେ ଛାତ୍ରଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେବେ । ଏହି ସବୁକୁ ଦୃଷ୍ଟିରେ ରଖି ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷର ଅନଲାଇନ୍ କ୍ଲାସ୍ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି