Masthead

ଆସିଲା କରୋନାର ନୂଆ ଗାଇଡଲାଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ସାରା ଦେଶରେ ମାର୍ଚ୍ଚ ୩୧ ଯାଏଁ ବଢିଲା କରୋନା ଗାଇଡଲାଇନ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରାଳୟା ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ ବ୍ୟବସ୍ଥା ଓ ସାବଧାନତ।। ଟିକାକରଣ ତ୍ୱରାନ୍ୱିତ କରିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି । ତା ସହ ପୂର୍ବଭଳି ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା ନିୟମ କଡାକଡି ଭାବେ ପାଳନ ହେବ ।

କୋଭିଡ ଗାଇଡଲାଇନକୁ ଦୃଷ୍ଟିରେ ରଖି ସ୍କୁଲ କଲେଜ ଚାଲିବ। କ୍ଲାସ ରୁମରେ ଛାତ୍ରଛାତ୍ରୀମାନେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ । ସେହିଭଳି ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ ଚାଲିବ । ବାହାଘର ଓ ଅନ୍ତିମ ସଂସ୍କାରରେ ସମସ୍ତେ ମୁହଁରେ ମାସ୍କ ପିନ୍ଧିବେ ଓ ସାମାଜିକ ଦୂରତା ବଜାୟ ରଖିବା ବାଧ୍ୟତାମୂଳକ । ତେବେ ଫେବୃଆରି ମାସରେ ଯେଉଁ ଗାଇଡଲାଇନ ଜାରି ହୋଇଥିଲା, ତାକୁ ମାର୍ଚ୍ଚ ୩୧ ତାରିଖ ଯାଏଁ ବଳବତ୍ତର ରଖିଛନ୍ତି କେନ୍ଦ୍ର ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର