Masthead

ସାମ୍ବାଦିକ ବ୍ରଜକିଶୋର ପରିଡାଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଡକ ଦୁର୍ଘଟଣାରେ ବରିଷ୍ଠ ସାମ୍ବାଦିକ ବ୍ରଜକିଶୋର ପରିଡାଙ୍କ ପରଲୋକ । ସକାଳ ଖବର କାଗଜର ବରିଷ୍ଠ ସହ-ସମ୍ପାଦକ ଭାବେ କାର୍ଯ୍ୟରତ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ବୟସ ହୋଇଥିଲା । ଶୁକ୍ରବାର ରାତିରେ ଅଫିସରୁ କାମ ସାରି କଟକସ୍ଥିତ ବାସଭବନକୁ ଫେରୁଥିବା ସମୟରେ ଘଟିଥିଲା ମର୍ମନ୍ତୁଦ ଦୁର୍ଘଟଣ।।

ସୂଚନା ଅନୁସାରେ, ହଂସପାଳ ଛକରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ମୃତ ଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି । ମୃତ ବ୍ରଜକିଶୋର ପରିଡା, ଏହା ପୂର୍ବରୁ ପ୍ରଜାତନ୍ତ୍ର ସପ୍ତାହିକି ଓ ସମୟ ଖବର କାଗଜରେ କାମ କରିଥିଲେ । ଜଣେ ଦକ୍ଷ ସାମ୍ବାଦିକ ଭାବରେ ସେ ବେଶ ପରିଚିତ ଥିଲେ । ତାଙ୍କ ମୃତ୍ୟୁରେ ଶୋକର ଛାୟା ଖେଳିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି