Masthead

ଜାତୀୟ ବିଜ୍ଞାନ ଦିବସ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ଆଜି ହେଉଛି ଜାତୀୟ ବିଜ୍ଞାନ ଦିବସ । ୧୯୨୮ ମସିହାରେ ଭାରତୀୟ ପଦାର୍ଥ ବିଜ୍ଞାନୀ ସାର ଚନ୍ଦ୍ରଶେଖର ଭେଙ୍କଟରମଣଙ୍କ ଦ୍ୱାରା ଭାରତରେ ରମଣ ପ୍ରଭାବର ଉଦଭାବନକୁ ସ୍ମରଣ କରିବା ପାଇଁ ପ୍ରତିବର୍ଷ ଫେବୃଆରୀ ୨୮ରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଥାଏ । ଭାରତରେ ବିଜ୍ଞାନ କ୍ଷେତ୍ରରେ ସଫଳତା ପାଇଁ ଚନ୍ଦ୍ରଶେଖର ଭେଙ୍କଟ ରମଣଙ୍କୁ ୧୯୩୦ମସିହାରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାରରେ ସମ୍ମାନିତ କରାଯାଇଥିଲା ।

ବର୍ତମାନ ଭାରତ ସରକାର ପ୍ରତିବର୍ଷ ବୈଜ୍ଞାନିକଙ୍କୁ ଉତ୍ସାହିତକରିବା ପାଇଁ ଏହି ଦିନ ପାଳନ କରାଯାଇଥାଏ । ୧୯୮୭ ରେ ବିଜ୍ଞାନ ଓ ଯୋଗାଯୋଗ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରୟାସକୁ ସ୍ୱୀକୃତି ଦେଇ ଜାତୀୟ ବିଜ୍ଞାନ ଲୋକପ୍ରିୟତା ପୁରସ୍କାର ଘୋଷଣା କରିଥିଲେ । ଦୌନିକ ଜୀବନରେ ବିଜ୍ଞାନର ମହତ୍ତ୍ୱ ବିଷୟରେ ଲେକଙ୍କୁ ସଚେତନତ କରିବା ପାଇଁ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଏ । ବିଭିନ୍ନ ବିଦ୍ୟାଳୟ, କଲେଜ, ବିଶ୍ୱବିଦ୍ୟାଳୟ ଏବଂ ଅନ୍ୟାନ୍ୟ ଏକାଡେମିକରେ ଏହି କାର୍ଯ୍ୟକ୍ରମ ସମଗ୍ର ଦେଶରେ ପାଲନ କରାଯାଏ ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପାଇଁ ଏକାଠି ହେଲେ ୬ଦେଶ 🔴 ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ 🔴 ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ହର୍ମୁଜ ପାଇଁ ଏକାଠି ହେଲେ ୬ଦେଶ 🔴 ଓଡ଼ିଆଙ୍କ ପ୍ରିୟ ଖାଦ୍ୟ ପଖାଳ 🔴 ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ