Masthead

କାଲି ବାହାଘର

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଲିଉଡର ସୁପରହିଟ୍ ଯୋଡି଼ ସବ୍ୟ-ଅର୍ଚ୍ଚିତା ବିବାହ କରିବାକୁ ଯାଉଛନ୍ତି । ରିଲରୁ ରିଅଲ ଲାଇଫ କପଲ ହେବାକୁ ଯାଉଛନ୍ତି ଉଭୟ । ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏନେଇ ସୂଚନା ଦେଇଛନ୍ତି ସବ୍ୟ-ଅର୍ଚ୍ଚିତା । ରାଜସ୍ଥାନରେ ଆସନ୍ତାକାଲି ଉଭୟଙ୍କର ବିବାହ ହେବାକୁ ଯାଉଛି । ପୂର୍ବରୁ ଉଭୟଙ୍କ ନିର୍ବନ୍ଧ ସରିଥିଲା ଆଉ ଆସନ୍ତାକାଲି ଏହି ଦୁଇଜଣ ପରସ୍ପରକୁ ଜୀବନସାଥୀ କରିବେ । ସବ୍ୟସାଚ୍ଚୀ ଏବଂ ଅର୍ଚ୍ଚିତା ଉଭୟ ସେମାନଙ୍କ ଫେସବୁକରେ କରିଥିବା ପୋଷ୍ଟରେ ଲେଖିଛନ୍ତି ଭଗବାନ ଜଗନ୍ନାଥଙ୍କ କୃପାରୁ ଆମେ ଆସନ୍ତାକାଲି ବିବାହ କରିବାକୁ ଯାଉଛୁ । ଏଥିପାଇଁ ଆମକୁ ଆପଣମାନଙ୍କର ଆଶୀର୍ବାଦର ଆବଶ୍ୟକତା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼