Masthead

ଆଜିଠୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେଲା ସକାଳୁଆ ସ୍ଲୁଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଖାଲି ନବମ ରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କର କ୍ଲାସ୍ ରୁମ ପାଠ ପଢା ଚାଲିଛି । ପ୍ରଚଣ୍ଡ ଖରାକୁ ଆଖିଆଗରେ ରଖି ସକାଳ ୭ରୁ ୯ଟା ଯାଏଁ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ସେହିପରି ୯ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢା ହେବ । ତେବେ ପ୍ରତ୍ୟେକ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପାନୀୟଜଳର ବ୍ୟବସ୍ଥା କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ମାନଙ୍କୁ କୁହାଯାଇଛି ।

ଯଦି କୌଣସି ବିଦ୍ୟାଳୟରେ ନଳକୂପ ଅଚଳ ଥିବ , ତେବେ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏବଂ ପୌର ପରିଷଦ ଆଲୋଚନା କରି ଡିଇଓମାନେ ପଦକ୍ଷପ ନେବେ । ଏହାସହ ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରୁ ପର୍ଯ୍ୟାପ୍ତ ପରିମାଣର ଓଆରଏସ ଆଣି ସ୍କୁଲରେ ମହଜୁଦ ରଖିବାକୁ କୁହାଯାଇଛିା ପିଲାମାନେ ସ୍ଲୁଲ ଯିବା ସମୟରେ ଅଭିଭାବକମାନେ ପାଣି ବୋତଲ ଦେବା ସହ ସଚେତନ କରାଇବାକୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ