Masthead

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ବନକଲାଗି ନୀତି । ଏହି ନୀତି ଫାଲଗୁନ କୃଷ୍ଣ ପଂଚମୀ ତିଥିରେ ବନକଲାଗି ବା ଶ୍ରୀମୁଖ ସିଂହାର ଅନୁଷ୍ଠିତ ହୋଇଥାଏ । ଏଥିପାଇଁ ୪ଘଂଟା ବନ୍ଦ ରହିବ ସାଧାରଣ ଦର୍ଶନ । ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ । ସେପଟେ ଦିନକୁ ଦିନ ଶ୍ରୀମନ୍ଦିରରେ ଭକ୍ତଙ୍କ ଗହଳି ବଢୁଛି । ତେଣୁ ପୁଣିଥରେ କଟକଣା ଯୁକ୍ତ ଦର୍ଶନ ବ୍ୟବସ୍ଥା କରାଯାଇଛି ।

ଶ୍ରୀମନ୍ଦିର ୪ ଦ୍ୱାରରେ ସ୍ଥାନୀୟ ଲୋକଙ୍କୁ ପ୍ରବେଶ ପାଇଁ ବ୍ୟବସ୍ଥା ହେଉଛି । ପୂର୍ବ ପରି ଆଧାରକାର୍ଡ ଓ ପରିଚୟ ପତ୍ର ଯାଞ୍ଚ କରି ଭିତରକୁ ଦର୍ଶନ ପାଇଁ ଛଡାଯିବା ବ୍ୟବସ୍ଥା ରହିଛି । ସିଂହଦ୍ୱାର ପଟ ଦେଇ ବୁଲିବୁଲି ମହାପ୍ରସାଦ ଆଣିବାରେ ସମସ୍ୟା ହେଉଥିବା, ସାମ୍ବାଦିକ ସମ୍ମିଳନୀରେ କାଲି ସୂଚନା ଦେଇ କହିଛନ୍ତି ବିଧାୟକ ଜୟନ୍ତ ଷଡଙ୍ଗୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ