Masthead

କେନ୍ଦ୍ରର ବଡ ନିଷ୍ପତି: ସମସ୍ତ ଘରୋଇ ହସ୍ପିଟାଲରେ ମିଳିବ କରୋନା ଟିକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟିକାକରଣକୁ ତ୍ୱରାନ୍ୱତ କରିବାକୁ କେନ୍ଦ୍ର ବଡ ନିଷ୍ପତି ନେଇଛି । ଦେଶର ସମସ୍ତ ଘରୋଇ ହସ୍ପିଟାଲରେ ମିଳିବ କରୋନା ଟିକା । ଏନେଇ କେନ୍ଦ୍ର ସରକାର ସବୁ ରାଜ୍ୟକୁ ଜଣାଇଛନ୍ତି । ଟିକାକରଣ ପାଇଁ ଘରୋଇ ହସ୍ପିଟାଲରେ ଆବଶ୍ୟକ ସୁବିଧା ଥିବା ଦରକାର । ଘରୋଇ ହସ୍ପିଟାଲ ଗୁଡିକ କିପରି ଶତ ପ୍ରତିଶତ କୋଭିଡ ଟିକାକରଣ ସେଂଟର ଭାବେ କାମ କରିବ ସେ ନେଇ ଯତ୍ନବାନ ହେବା ପାଇଁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି ।

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସୂଚନା ଅନୁସାରେ, ଯେଉଁ ଘରୋଇ ହସ୍ପିଟାଲ ଗୁଡିକ ଆୟୁଷ୍ମାନ ବାରତ ପ୍ରଦାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନ, କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ସ୍କିମ ଏବଂ ଷ୍ଟେଥ ହେଲଥ ଇନସୁରାନ୍ସ ସ୍କିମ ଭିତରେ ଆସୁନଥିବେ ସେସବୁ ହସ୍ପିଟାଲରେ ମଧ୍ୟ କୋଭିଡ ଟିକାକରଣ ହୋଇପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ